ODISHA ଲୋକ ଭବନରେ ପାଳିତ ହେଲା ଓଡ଼ିଆ ନବବର୍ଷ ସମେତ ବିଭିନ୍ନ ରାଜ୍ୟର ପର୍ବ April 14, 2026 Newscraft ଭାରତର ବିବିଧତା ହେଉଛି ଏହାର ଶକ୍ତିର ଉତ୍ସ। ଗୋଟିଏ ରାଜ୍ୟରେ ଅନ୍ୟ ରାଜ୍ୟର ପର୍ବ ପାଳନ ଜାତୀୟ ଏକତାକୁ ମଜବୁତ କରେ ଏବଂ ଭାରତର ବିବିଧତାର ପ୍ରକୃତ ସ୍ୱରୂପ ପ୍ରତିଫଳିତ ହୁଏ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି…
ODISHA ‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ଭିତ୍ତିଭୂମି April 14, 2026 Newscraft ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭ ଅବସରରେ ଭୁବନେଶ୍ୱରସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ଉପ-ମୁଖ୍ୟମନ୍ତ୍ରୀ…
POLITICS ODISHA ମାନସ ମଙ୍ଗରାଜଙ୍କୁ ବିଜେଡି ସଂସଦୀୟ ଦଳର ନେତା ଓ ସୁଲତା ଦେଓଙ୍କୁ ଉପନେତାର ଦାୟିତ୍ୱ April 13, 2026 Newscraft ଭୁବନେଶ୍ୱର, ୧୩/୦୪/୨୦୨୬: ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସାଂସଦ ମାନସ ମଙ୍ଗରାଜଙ୍କୁ ବିଜେଡି ସଂସଦୀୟ ଦଳର ନେତା ଓ ଶ୍ରୀମତୀ ସୁଲତା ଦେଓଙ୍କୁ ସଂସଦୀୟ ଦଳର ଉପନେତା ତଥା ମୁଖ୍ୟ ସଚେତକ ଭାବେ ମନୋନୀତ ହେବା…
ODISHA ରାଜଧାନୀ ପ୍ରତିଷ୍ଠା ଦିବସ April 13, 2026 Newscraft 78 ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମ୍ ଧାମରେ ପାଳିତ ହୋଇଯାଇଛି । ଆଜି ପ୍ରାତଃ ସମୟରେ ସମସ୍ତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ବିଧାନସଭା ସୌଧ ନିକଟରେ ଥିବା ରାଜଧାନୀ ପ୍ରତିଷ୍ଠା ଦିବସ ଫଳକରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଛି…
ODISHA ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତାସମୃଦ୍ଧ ଓଡ଼ିଶା ଗଠନର ମୂଳଦୂଆ ପକାଇବ April 13, 2026 Newscraft ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆଜି ସୋଆ ବିଶ୍ୱବିଦ୍ୟାଳୟରେ My India Budget Quest 2026 କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ଆୟୋଜିତ ହୋଇଯାଇଛି । ସୂଚନାଯୋଗ୍ୟ ଯେ, My Bharat Budget Quest କାର୍ଯ୍ୟକ୍ରମରେ ବଜେଟ ସମ୍ପର୍କିତ…
POLITICS ସସ୍ମିତଙ୍କ ସ୍ଥାନରେ ମାନସ April 13, 2026 Newscraft ନିକଟରେ ରାଜ୍ୟସଭାର ସଂସଦୀୟ ଦଳ ନାତା ପଦରୁ ଇସ୍ତଫା ଦେଇଥିଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ଆଜି ତାଙ୍କ ସ୍ଥାନ ନେଇଛନ୍ତି ମାନସ ମଙ୍ଗରାଜ । ମାନସ ଏହି ପଦ ନେବା ପାଇଁ ଚାହୁଁଥିଲେ ଏବଂ ସେ ଏଥିପାଇଁ ଷଡଯନ୍ତ୍ର…
ODISHA ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳା, ସମୟ ପରିଚାଳନା ଓ ସୃଜନଶୀଳତାରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ April 13, 2026 Newscraft ବିଦ୍ୟାଳୟ କେବଳ ପାଠପଢାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ…
ODISHA କେନ୍ଦୁଝରକୁ ଶିଳ୍ପସମୃଦ୍ଧ ଜିଲ୍ଲା ଭାବେ ଗଢ଼ିବା ତୋଳିବା ଲକ୍ଷ୍ୟର ପୁନଃଚ୍ଚାରଣ April 13, 2026 Newscraft କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଏକ ମୁଖ୍ୟ ନଗର ଓ ଏହା ପ୍ରାଚୀନ କାଳରୁ ଏକ ପ୍ରସିଦ୍ଧ ନଗରୀ ଭାବେ ଖ୍ୟାତି ଲାଭ କରିଛି l ଓଡ଼ିଶାର ଧର୍ମ ପରମ୍ପରାରେ ଆନନ୍ଦପୁରର ସ୍ୱତନ୍ତ୍ରତା ରହିଛି ବୋଲି ଆନନ୍ଦପୁର ମହୋତ୍ସବର ଉଦ୍ଯାପନୀ ଅବସରରେ ଆଜି…
ODISHA ଛାତ୍ରଛାତ୍ରୀଙ୍କ ସ୍ବର ଚାପିବା ପାଇଁ ସରକାରଙ୍କ ପ୍ରୟାସ : ଇପ୍ସିତା April 11, 2026 Newscraft ଗତକାଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନ ତଥା ସମସ୍ତ ବିଶ୍ୱବିଦ୍ୟାଳୟରେ ଆଦର୍ଶ ଆଚରଣ ବିଧି ଲାଗୁ କରିବା ପାଇଁ ଏକ ଚିଠି ଜାରି କରାଯାଇଛି । ଏଥିରେ ଛାତ୍ରଛାତ୍ରୀ ଙ୍କ ସ୍ୱରକୁ ଚାପିଦେବା ପାଇଁ ଏହା ସରକାରଙ୍କ ଚେଷ୍ଟା…
ODISHA ଛାତ୍ର ଦମନ ଓ ହକ୍ ର ହତ୍ୟା କରିବାକୁ ଆଦର୍ଶ ଆଚରଣବିଧି April 11, 2026 Newscraft ଅଧକ୍ଷଙ୍କ ବିରୁଦ୍ଧରେ ଆନ୍ଦୋଳନ ପାଇଁ ଅନୁମତି ଦେବ କିଏ ? ଛାତ୍ର ସଂସଦ ନିର୍ବାଚନ ଘୋଷଣା ନହେବା ଯାଏ ଲଢେଇ ଜାରି ରଖିବ ଛାତ୍ର କଂଗ୍ରେସ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନ ତଥା ସମସ୍ତ ବିଶ୍ୱବିଦ୍ୟାଳୟରେ ଆଦର୍ଶ ଆଚରଣ…