Category: ODISHA

ରାଜ୍ୟରେ ଗ୍ୟାସ୍‌ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ

ଭୁବନେଶ୍ୱର, (୦୨/୦୪/୨୦୨୬): ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର, ମାନ୍ୟବର ଗୃହନିର୍ମାଣ ଓ…

ଜନଗଣନା ୨୦୨୭ ସମ୍ପୂର୍ଣ୍ଣ ନ ହେବା ଯାଏଁ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀଙ୍କୁ ବଦଳି ନ କରାଯିବାକୁ ନିର୍ଦ୍ଦେଶ

ରାଜ୍ୟରେ ଜନଗଣନା ୨୦୨୭ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ବିଭିନ୍ନ ବିଭାଗର ସଚିବ, ବିଭାଗୀୟ…

ଡବଲ ଇଞ୍ଜିନ ସରକାର ନଖରାରେ ଅଟକାଇଲା ଚାଷୀଙ୍କୁ

ଭୁବନେଶ୍ୱର, ୩୦/୩: ସରକାର ବଦଳିଲା କିନ୍ତୁ ଚରିତ୍ର ବଦଳିଲା ନାହିଁ। ସେହି ସମାନ ଚରିତ୍ର, ସେହି ସମାନ ମାନସିକତା। ବିଜୁ ଜନତା ଦଳ ସରକାର ଚାଷୀ ନେତାମାନଙ୍କୁ ରସୁଲଗଡ଼ ପର୍ଯ୍ୟନ୍ତ ଆନ୍ଦୋଳନ କରିବା ପାଇଁ ସୁଯୋଗ ଦେଉଥିଲା। କିନ୍ତୁ, ଦୁର୍ଭାଗ୍ୟ ଡବଲ…

ରାଜ୍ୟ ସରକାର ପାଳିବେ ଓଡ଼ିଆ ପକ୍ଷ, ପନ୍ଦର ଦିନ ଧରି ଚାଲିବ କାର୍ଯ୍ୟକ୍ରମ

ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ ଦିନ ଧରି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ “ଓଡ଼ିଆ ପକ୍ଷ” ଭବ୍ୟତାର ସହ ପାଳନ କରାଯିବ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ…

ବିଧାୟିକାଙ୍କ ଘରେ ପଶିଲା ପୁଲିସ

ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ଭୁବନେଶ୍ୱର ସରକାରୀ ବାସ ଭବନରେ କେସିଙ୍ଗା ପୋଲିସର ଚଢାଉ। ବିଧାୟିକାଙ୍କ ସ୍ୱାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ସ୍ଥାନୀୟ ତହସିଲଦାର ବିଭୁ ପ୍ରସାଦଙ୍କୁ ଫୋନରେ ହତ୍ୟା ଧମକ ଦେବା ଅଭିଯୋଗରେ ଚଢ଼ାଉ କରିଛି…

ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଘାଟିତ

ଭୁବନେଶ୍ୱର, ୨୩/୦୩/୨୦୨୬ ଖଦି ଆର୍ଥିକ ସମୃଦ୍ଧିର ଉତ୍ସ । ଏହା ସ୍ଵଦେଶୀ ପ୍ରୀତିର ପ୍ରତୀକ ବୋଲି ମାନ୍ୟବର ଭୁବନେଶ୍ୱର (ଏକାମ୍ର) ବିଧାୟକ ବାବୁ ସିଂ କହିଛନ୍ତି । ସ୍ଥାନୀୟ ରାମମନ୍ଦିର ନିକଟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ କାର୍ଯ୍ୟାଳୟଠାରେ ଆୟୋଜିତ ଓଡ଼ିଶା…

ବୁମେରାଂ ହେଲା ଦଳୀୟ ଶୃଙ୍ଖଳା, ବିଜେଡ଼ିରେ ବଢ଼ିଲା ବିଶୃଙ୍ଖଳା

ନବୀନଙ୍କ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବଢ଼ାଇଲା ବିଶୃଙ୍ଖଳା। ରାଜ୍ୟ ସଂଗଠନ ସଜାଡୁ ସଜାଡୁ ବିଗିଡ଼ିଲାଣି ଜିଲ୍ଲା ସଂଗଠନ। ନେତାଙ୍କୁ ନିଲମ୍ବନ ପରେ ଦଳ ଛାଡିଲେ ସମର୍ଥକ। ପୁଣି ତେଜିଲା ପାଣ୍ଡିଆନଙ୍କ ବିରୋଧରେ ପ୍ରତିବାଦ। ନିଲମ୍ବନ ବିରୋଧରେ ବର୍ଷିଲେ ନେତା। ଏପଟେ ବିଜେଡି କହିଛି…

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ

ଭୁବନେଶ୍ୱର, ମାର୍ଚ୍ଚ ୨୩, ୨୦୨୬: ଚଳିତ ବର୍ଷ ଏପ୍ରିଲ ମାସରେ ରୌଦ୍ରତାପ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଗ୍ରୀଷ୍ମ ଋତୁରେ ସମ୍ଭାବ୍ୟ ଅଂଶୁଘାତ ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ଏଣୁ ପ୍ରଚଣ୍ଡ ଖରାରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ବର୍ଷ ଏପ୍ରିଲ ମାସ…

ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ଦ୍ୱାରା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର , 22/03/2026: ଆଜି ଲୋକସେବା ଭବନ ଠାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରେ ଯୋଗଦେଇ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ସମ୍ପର୍କରେ ସମୀକ୍ଷା କରିଛନ୍ତି । ମୁଖ୍ୟତଃ ସରକାରୀ ହସ୍ପିଟାଲ ଗୁଡିକରେ…

ଅହମ୍ମଦାବାଦରେ ‘ଓଡ଼ିଶା ପର୍ବ’ ଅବସରରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ଵର, ୨୨/୦୩/୨୦୨୬: ଅହମ୍ମଦାବାଦରେ ଚାଲିଥିବା ‘ଓଡ଼ିଶା ପର୍ବ’ର ଦ୍ଵିତୀୟ ଦିବସ ଅବସରରେ ଏକ ହୃଦୟସ୍ପର୍ଶୀ ଓଡ଼ିଆ ପ୍ରବାସୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ଗୁଜରାଟର ବିଭିନ୍ନ ପ୍ରାନ୍ତରେ ରହୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଏକତ୍ରିତ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର…