Category: STATE

ରାୟରଙ୍ଗପୁରରେ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ

ରାଇରଙ୍ଗପୁର, ମୟୂରଭଞ୍ଜ ଆଖପାଖ ଅଞ୍ଚଳର ଲୋକମାନଙ୍କୁ ଏମ୍ସ ଭୁବନେଶ୍ୱର ସହାୟତରେ ବିଭିନ୍ନ ପ୍ରକାରର ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ । ଏଥି ନିମନ୍ତେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତରେ ରାଜ୍ୟ ଲୋକସେବା ଭବନ…

ଆଦି ଶଙ୍କରାଚାର୍ଯ୍ୟ ଜୟନ୍ତୀ ଉପଲକ୍ଷେ ଉପଜିଲ୍ଲାପାଳଙ୍କ ଦ୍ୱାରା ପ୍ରସ୍ତୁତି ବୈଠକ

ପୁରୀ : ଉପଜିଲ୍ଲାପାଳ ରାଜକିଶୋର ଜେନାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଆଦି ଶଙ୍କରାଚାର୍ଯ୍ୟ ଜୟନ୍ତୀ ଉପଲକ୍ଷେ ପ୍ରସ୍ତୁତି ବୈଠକ ହୋଇଯାଇଅଛି । ଏଥିରେ ସମିତିର ସଦସ୍ୟ ଏବଂ ଆଦିତ୍ୟ ବାହିନୀର ପ୍ରାକ୍ତନ ରାଜ୍ୟ ସଭାପତି ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ ପ୍ରସ୍ତୁତି ବୈଠକର ବିବରଣୀ ଆଲୋଚନା…

ଭୁବନେଶ୍ୱର ଆତଙ୍କୀ ମାମଲାରେ ନୂଆ ମୋଡ଼, ହନି ଟ୍ରାପ ଶିକାର ହୋଇଥିଲା ଇମ୍ରାନ

ଭୁବନେଶ୍ବର ଆତଙ୍କି ମାମଲାରେ ଏବେ ନୂଆ ମୋଡ ସାମନାକୁ ଆସିଛି । ହନିଟ୍ରାପ୍‌ର ଶିକାର ହୋଇଥିଲା ଇମ୍ରାନ। ଦିଲ୍ଲୀ ଯାଇଥିବା ସମୟରେ ହନିଟ୍ରାପ୍‌ର ଶିକାର ହୋଇଥିଲା ଇମ୍ରାନ୍। ଆତଙ୍କୀ ଲିଙ୍କରେ ଦିଲ୍ଲୀ ସ୍ପେସାଲ୍ ବ୍ରାଞ୍ଚ୍ ପୁଲିସ ରାଜଧାନୀ ଭୁବନେଶ୍ବରରୁ ସେକ୍ ଇମ୍ରାନକୁ…

ମୋହନଙ୍କୁ ନବୀନଙ୍କ ଚିଠି

ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଚିଠି ଲେଖି ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ବିଧାନ ସଭାର ସ୍ୱତନ୍ତ୍ର ଅଧିବେଶନ ଡାକି ଏ…

ଭାଷା, ସଂସ୍କୃତି ଓ ପରମ୍ପରାକୁ ନେଇ ଜନଆନ୍ଦୋଳନରେ ପରିଣତ ହୋଇଛି ‘ଓଡ଼ିଆ ପକ୍ଷ’

ଓଡ଼ିଆ ଅସ୍ମିତାକୁ ବର୍ଷବ୍ୟାପି ଜୀବନ ଶୈଳୀର ଅଂଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ୧୪ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି ଓଡ଼ିଆ ରୋଷେଇର ବିଶ୍ୱସ୍ତରୀୟ ପ୍ରଚାର ପାଇଁ ସେଲିବ୍ରିଟି ଶେଫ୍ ରଣବୀର ବ୍ରାର୍ ହେଲେ ବ୍ରାଣ୍ଡ ଆମ୍ବାସାଡର ମହାବିଷୁବ…

ଲୋକ ଭବନରେ ପାଳିତ ହେଲା ଓଡ଼ିଆ ନବବର୍ଷ ସମେତ ବିଭିନ୍ନ ରାଜ୍ୟର ପର୍ବ

ଭାରତର ବିବିଧତା ହେଉଛି ଏହାର ଶକ୍ତିର ଉତ୍ସ। ଗୋଟିଏ ରାଜ୍ୟରେ ଅନ୍ୟ ରାଜ୍ୟର ପର୍ବ ପାଳନ ଜାତୀୟ ଏକତାକୁ ମଜବୁତ କରେ ଏବଂ ଭାରତର ବିବିଧତାର ପ୍ରକୃତ ସ୍ୱରୂପ ପ୍ରତିଫଳିତ ହୁଏ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି…

‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ଭିତ୍ତିଭୂମି

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭ ଅବସରରେ ଭୁବନେଶ୍ୱରସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ଉପ-ମୁଖ୍ୟମନ୍ତ୍ରୀ…

ମାନସ ମଙ୍ଗରାଜଙ୍କୁ ବିଜେଡି ସଂସଦୀୟ ଦଳର ନେତା ଓ ସୁଲତା ଦେଓଙ୍କୁ ଉପନେତାର ଦାୟିତ୍ୱ

ଭୁବନେଶ୍ୱର, ୧୩/୦୪/୨୦୨୬: ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସାଂସଦ ମାନସ ମଙ୍ଗରାଜଙ୍କୁ ବିଜେଡି ସଂସଦୀୟ ଦଳର ନେତା ଓ ଶ୍ରୀମତୀ ସୁଲତା ଦେଓଙ୍କୁ ସଂସଦୀୟ ଦଳର ଉପନେତା ତଥା ମୁଖ୍ୟ ସଚେତକ ଭାବେ ମନୋନୀତ ହେବା…

ରାଜଧାନୀ ପ୍ରତିଷ୍ଠା ଦିବସ

78 ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମ୍ ଧାମରେ ପାଳିତ ହୋଇଯାଇଛି । ଆଜି ପ୍ରାତଃ ସମୟରେ ସମସ୍ତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ବିଧାନସଭା ସୌଧ ନିକଟରେ ଥିବା ରାଜଧାନୀ ପ୍ରତିଷ୍ଠା ଦିବସ ଫଳକରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଛି…

ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତାସମୃଦ୍ଧ ଓଡ଼ିଶା ଗଠନର ମୂଳଦୂଆ ପକାଇବ

ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆଜି ସୋଆ ବିଶ୍ୱବିଦ୍ୟାଳୟରେ My India Budget Quest 2026 କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ଆୟୋଜିତ ହୋଇଯାଇଛି । ସୂଚନାଯୋଗ୍ୟ ଯେ, My Bharat Budget Quest କାର୍ଯ୍ୟକ୍ରମରେ ବଜେଟ ସମ୍ପର୍କିତ…