Category: STATE

ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳା, ସମୟ ପରିଚାଳନା ଓ ସୃଜନଶୀଳତାରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ବିଦ୍ୟାଳୟ କେବଳ ପାଠପଢାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ…

କେନ୍ଦୁଝରକୁ ଶିଳ୍ପସମୃଦ୍ଧ ଜିଲ୍ଲା ଭାବେ ଗଢ଼ିବା ତୋଳିବା ଲକ୍ଷ୍ୟର ପୁନଃଚ୍ଚାରଣ

କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଏକ ମୁଖ୍ୟ ନଗର ଓ ଏହା ପ୍ରାଚୀନ କାଳରୁ ଏକ ପ୍ରସିଦ୍ଧ ନଗରୀ ଭାବେ ଖ୍ୟାତି ଲାଭ କରିଛି l ଓଡ଼ିଶାର ଧର୍ମ ପରମ୍ପରାରେ ଆନନ୍ଦପୁରର ସ୍ୱତନ୍ତ୍ରତା ରହିଛି ବୋଲି ଆନନ୍ଦପୁର ମହୋତ୍ସବର ଉଦ୍‍ଯାପନୀ ଅବସରରେ ଆଜି…

ଛାତ୍ରଛାତ୍ରୀଙ୍କ ସ୍ବର ଚାପିବା ପାଇଁ ସରକାରଙ୍କ ପ୍ରୟାସ : ଇପ୍ସିତା

ଗତକାଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନ ତଥା ସମସ୍ତ ବିଶ୍ୱବିଦ୍ୟାଳୟରେ ଆଦର୍ଶ ଆଚରଣ ବିଧି ଲାଗୁ କରିବା ପାଇଁ ଏକ ଚିଠି ଜାରି କରାଯାଇଛି । ଏଥିରେ ଛାତ୍ରଛାତ୍ରୀ ଙ୍କ ସ୍ୱରକୁ ଚାପିଦେବା ପାଇଁ ଏହା ସରକାରଙ୍କ ଚେଷ୍ଟା…

ଛାତ୍ର ଦମନ ଓ ହକ୍ ର ହତ୍ୟା କରିବାକୁ ଆଦର୍ଶ ଆଚରଣବିଧି

ଅଧକ୍ଷଙ୍କ ବିରୁଦ୍ଧରେ ଆନ୍ଦୋଳନ ପାଇଁ ଅନୁମତି ଦେବ କିଏ ? ଛାତ୍ର ସଂସଦ ନିର୍ବାଚନ ଘୋଷଣା ନହେବା ଯାଏ ଲଢେଇ ଜାରି ରଖିବ ଛାତ୍ର କଂଗ୍ରେସ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନ ତଥା ସମସ୍ତ ବିଶ୍ୱବିଦ୍ୟାଳୟରେ ଆଦର୍ଶ ଆଚରଣ…

ଆଜିଠାରୁ ବଢ଼ିବ ତାପମାତ୍ରା

ଉପରମୁହାଁ ହେବ ପାରଦ ବଢ଼ିବ ଗୁଳୁଗୁଳି । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବା ନେଇ ଆଶଙ୍କା । ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ହେବାର ସମ୍ଭାବନା…

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାଙ୍କୁ ମିଳିବ ଏମିତି ସଂରକ୍ଷଣ

ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ନୀତିରେ ଆଜି ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଅନୁସୂଚିତ ଜନଜାତି ୨୨.୫୦ ପ୍ରତିଶତ, ଅନୁସୂଚିତ…

ଭୂମିକମ୍ପରେ ଥରିଲା କୋରାପୁଟ

ଥରିଲା ଓଡିଶାର ଦକ୍ଷିଣାଞ୍ଚଳ । କୋରାପୁଟ ସହିତ ନିକଟବର୍ତ୍ତି ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଫଳରେ ସାଧାରଣ ଲୋକଙ୍କ ମନରେ ଭୟପ ବାତାବରଣ ଖେଳିଯାଇଛି । ରାତି ପ୍ରାୟ ୧୧.୩୦ରେ ଭୂମିକମ୍ପ ଅନୁଭୂତି ହୋଇଥିବା ଜଣାପଡିଛି । ୪.୪…

ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର, ୦୨/୦ ୪/୨୦୨୬: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଆଜି ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ…

ରାଜ୍ୟରେ ଗ୍ୟାସ୍‌ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ

ଭୁବନେଶ୍ୱର, (୦୨/୦୪/୨୦୨୬): ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର, ମାନ୍ୟବର ଗୃହନିର୍ମାଣ ଓ…

ଜନଗଣନା ୨୦୨୭ ସମ୍ପୂର୍ଣ୍ଣ ନ ହେବା ଯାଏଁ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀଙ୍କୁ ବଦଳି ନ କରାଯିବାକୁ ନିର୍ଦ୍ଦେଶ

ରାଜ୍ୟରେ ଜନଗଣନା ୨୦୨୭ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ବିଭିନ୍ନ ବିଭାଗର ସଚିବ, ବିଭାଗୀୟ…