8736 କୋଟିରେ ଗଙ୍ଗୁଆ ନାଳର ହେବ ପୁନରୁଦ୍ଧାର

ଭୁବନେଶ୍ବର ସର୍କିଟ ହାଉସରେ ସଂସଦୀୟ କ୍ଷେତ୍ରର ଦୁଇଟି ବିଭାଗର ମୁଖ୍ୟ ସଚିବ ଏବଂ ଭୁବନେଶ୍ବର ମହାନଗର ନିଗମ କମିଶନରଙ୍କ ଉପସ୍ଥିତିରେ ବିଭାଗର ବିକାଶ କାର୍ଯ୍ୟର ସମୀକ୍ଷା ବୈଠକ ହୋଇଯାଇଛି । ଆୟୋଜିତ ବୈଠକରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଅଧ୍ୟକ୍ଷତା କରିଥିଲେ…

୫୫୮ ବର୍ଗ କିଲୋମିଟର ବନ ଓ ବୃକ୍ଷ ଆବରଣ ବୃଦ୍ଧି

ଭୁବନେଶ୍ୱର୨୧ ମାର୍ଚ୍ଚ ୨୦୨୬ : ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ…

ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି। ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ…

ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର

ଭୁବନେଶ୍ୱର୨୦ ମାର୍ଚ୍ଚ, ୨୦୨୬ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିମନ୍ତେ ୨୦୨୬–୨୭ ଆର୍ଥିକ ବର୍ଷ ପାଇଁ ଖର୍ଚ୍ଚ ଦାବି ପ୍ରସ୍ତାବ ଆଜି ବିଧାନସଭାରେ ଉପସ୍ଥାପିତ ହୋଇଥିଲା। ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ବ୍ୟୟ ବରାଦର ପ୍ରସ୍ତାବ ଆଜି ବିଧାନସଭାରେ…

ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ…

ମିଥ୍ୟା ଅଭିଯୋଗରେ ନବନିର୍ମାଣ କୃଷକ ସଂଗଠନର ଜିଲ୍ଲା ନେତୃତ୍ବଙ୍କୁ ଗିରଫ

ଭୁବନେଶ୍ବର,୨୦!୩: ନବନିର୍ମାଣ କୃଷକ ସଂଗଠନ ଛାମୁଆ ନେତା ତଥା ସୋନପୁର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ ପାଢ଼ୀଙ୍କୁ ପୋଲିସ ଯେଭଳି ଭାବରେ ମିଥ୍ୟା ମକଦ୍ଦମାରେ ସଙ୍ଗିନ ଦଫା ଲଗାଇ ଜେଲ୍ ପଠାଇଛି ଏହା ଓଡ଼ିଶାର ରାଜନୈତିକ ଇତିହାସରେ କଳଙ୍କିତ କାହାଣୀ। ସଂପୂର୍ଣ୍ଣ ମିଥ୍ୟା…

ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ୮୫୦ କିଲୋଗ୍ରାମ ଚାଉଳରେ ପ୍ରସ୍ତୁତ ୧୧୭୭ କିଲୋଗ୍ରାମର ପଖାଳ

ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ…

ଜଟଣୀ ବାସୀଙ୍କ ପାଇଁ 18 କୋଟିର ପାନୀୟ ଜଳ ପ୍ରକଳ୍ପ ଉପହାର

ଜଟଣୀ ପୌର ପରିଷଦ ଜନତାଙ୍କୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବଡ଼ ପ୍ରକଳ୍ପ ଉପହାର । ଆଜି ଜଟଣୀ 7 ନମ୍ବର ଓ୍ବାର୍ଡର ରାମଚନ୍ଦ୍ରପୁର ଠାରେ ପୁରୁଣା ପିଏଚଡି ପଡିଆରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରାୟ 18 କୋଟିର ଏକ…

କଟକ ମେଡିକାଲ ଅଗ୍ନିକାଣ୍ଡରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଙ୍କ ଇସ୍ତଫା ଦାବିରେ ଭୁବେଶ୍ୱରର ଜିଲ୍ଲା କଂଗ୍ରେସର ବିକ୍ଷୋଭ।

ଭୁବନେଶ୍ୱର ତା. ୧୯.୩- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁବରଣ କରିଥିବା ରୋଗୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଏକ କ୍ୟାଣ୍ଡେଲ ରାଲି…

ନିରବଚ୍ଛିନ୍ନ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ନିମନ୍ତେ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ମାର୍ଚ୍ଚ୍ ୧୯ : ଆସନ୍ତା ଗ୍ରୀଷ୍ମଋତୁକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ଗ୍ରୀଷ୍ମ-ପ୍ରବାହ ପ୍ରସ୍ତୁତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l…