Tag: CM Kanya Vivah Yojana

କନ୍ୟା ବିବାହ ଯୋଜନାରେ ଯୋଡ଼ି ହେଲେ ୧୦୦୦ ଯୋଡ଼ି

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ରାଜ୍ୟର ୨୭ଟି ଜିଲ୍ଲାରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରାୟ ୧,୦୦୦ ଦମ୍ପତ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି ସମଗ୍ର ରାଜ୍ୟରେ ଏକ ଐତିହାସିକ ସଫଳତା ହାସଲ କରାଯାଇଛି। ‘ମୁଖ୍ୟମନ୍ତ୍ରୀ କନ୍ୟା…