Tag: KV SINGHDEO

ପାୱାର ସିଷ୍ଟମ ସିମୁଲେସନ ଲାବୋରେଟୋରୀର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

‘ଓଡ଼ିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ’ (OPTCL) ପକ୍ଷରୁ ଚନ୍ଦକାସ୍ଥିତ ପାୱାର ଟ୍ରେନିଂ ସେଣ୍ଟର (PTC) ଠାରେ ଏକ ଅତ୍ୟାଧୁନିକ ପାୱାର ସିଷ୍ଟମ ସିମୁଲେସନ ଲାବୋରେଟୋରୀ ଉଦଘାଟନ ହୋଇଛି। ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ…