Tag: NEWSCRAFT

ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, ଖୁବ ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ଆମ୍ବେଦକର ଭବନ

ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହାଏକ ବିଚାରଧାରା ପ୍ରଧାନମନ୍ତ୍ରୀ ମୋଦୀ ଦାୟିତ୍ୱ ନେବା ପରେ ଆମ୍ବେଦକରଙ୍କ କୀର୍ତ୍ତି ଓ ସମ୍ମାନକୁ ପୁନଃପ୍ରତିଷ୍ଠା କରାଯାଇଛି ସମତା ଓ ନ୍ୟାୟ ଭିତ୍ତିକ ସମାଜ ଗଠନ ହିଁ ବାବା ସାହେବଙ୍କ ପ୍ରତି ସର୍ବଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି…

ଲୋକ ଭବନରେ ପାଳିତ ହେଲା ଓଡ଼ିଆ ନବବର୍ଷ ସମେତ ବିଭିନ୍ନ ରାଜ୍ୟର ପର୍ବ

ଭାରତର ବିବିଧତା ହେଉଛି ଏହାର ଶକ୍ତିର ଉତ୍ସ। ଗୋଟିଏ ରାଜ୍ୟରେ ଅନ୍ୟ ରାଜ୍ୟର ପର୍ବ ପାଳନ ଜାତୀୟ ଏକତାକୁ ମଜବୁତ କରେ ଏବଂ ଭାରତର ବିବିଧତାର ପ୍ରକୃତ ସ୍ୱରୂପ ପ୍ରତିଫଳିତ ହୁଏ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି…

‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ଭିତ୍ତିଭୂମି

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭ ଅବସରରେ ଭୁବନେଶ୍ୱରସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ଉପ-ମୁଖ୍ୟମନ୍ତ୍ରୀ…

ରାଜ୍ୟ ସରକାର ପାଳିବେ ଓଡ଼ିଆ ପକ୍ଷ, ପନ୍ଦର ଦିନ ଧରି ଚାଲିବ କାର୍ଯ୍ୟକ୍ରମ

ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ ଦିନ ଧରି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ “ଓଡ଼ିଆ ପକ୍ଷ” ଭବ୍ୟତାର ସହ ପାଳନ କରାଯିବ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ…