STATE ରାଜ୍ୟ ସରକାର ପାଳିବେ ଓଡ଼ିଆ ପକ୍ଷ, ପନ୍ଦର ଦିନ ଧରି ଚାଲିବ କାର୍ଯ୍ୟକ୍ରମ March 30, 2026 Newscraft ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ ଦିନ ଧରି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ “ଓଡ଼ିଆ ପକ୍ଷ” ଭବ୍ୟତାର ସହ ପାଳନ କରାଯିବ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ…