Tag: ODISHA

ପୁଞ୍ଜିନିବେଶ ଆକର୍ଷଣ ଲକ୍ଷ୍ୟରେ UAE ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭ ସେପ୍ଟେମ୍ବର ୨୦୨୬:ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ ଆଣିବା ଏବଂ ଶିଳ୍ପାୟନକୁ ନୂଆ ଗତି ଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲିଠାରୁ ପାଞ୍ଚ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତରେ ଯିବେ। ଗସ୍ତ ସମୟରେ ସେ UAEର ପ୍ରମୁଖ…

ବନ୍ୟା ପୀଡ଼ିତଙ୍କ ପାଇଁ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍; ରିଲିଫ୍ ଓ ପୁନର୍ବାସକୁ ଗୁରୁତ୍ୱ

ଭୁବନେଶ୍ୱର, ୩ ଅଗଷ୍ଟ: ଚଳିତ ବନ୍ୟାରେ ପ୍ରଭାବିତ ପରିବାରଙ୍କୁ ତୁରନ୍ତ ସହାୟତା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ପରିସ୍ଥିତିର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭାରମ୍ଭ; ଉଚ୍ଚଶିକ୍ଷା ଓ କୌଶଳ ବିକାଶକୁ ମିଳିବ ନୂଆ ଦିଗ

କଟକ, ୩ ଅଗଷ୍ଟ: ବାଆଁରାସ୍ଥିତ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭ ଉଦ୍‌ଘାଟନ ଅବସରରେ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବିଶ୍ୱବିଦ୍ୟାଳୟ କେବଳ ଏକ ନୂତନ ଶିକ୍ଷାନୁଷ୍ଠାନ ନୁହେଁ, ବରଂ ଓଡ଼ିଶାରେ ଉଚ୍ଚଶିକ୍ଷା, ଗବେଷଣା, କୌଶଳ ବିକାଶ ଓ ନୈତିକ…

ଆସନ୍ତା ୩ ବର୍ଷରେ ଗାଁରେ ପହଞ୍ଚିବ ଅପ୍ଟିକାଲ୍ ଫାଇବର ଇଣ୍ଟରନେଟ୍, ୫୦ ହଜାରରୁ ଅଧିକ ଗାଁକୁ ମିଳିବ ହାଇସ୍ପିଡ୍ ସଂଯୋଗ

ଭୁବନେଶ୍ୱର, ୨୯ ଜୁଲାଇ: ଓଡ଼ିଶାର ଗ୍ରାମାଞ୍ଚଳରେ ଡିଜିଟାଲ୍ ସଂଯୋଗ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପକ୍ଷରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଥିବାବେଳେ, ଏହା ମାଧ୍ୟମରେ…

ତାଳଚେର–ବିମଳାଗଡ଼ ରେଳ ପ୍ରକଳ୍ପ: ୨୩ ବର୍ଷ ପରେ ବି ଶେଷ ହେବାର ସମୟସୀମା ଅସ୍ପଷ୍ଟ

ଭୁବନେଶ୍ୱର: ପ୍ରାୟ ୨୩ ବର୍ଷ ଧରି ଚାଲିଥିବା ତାଳଚେର–ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ କେବେ ସମ୍ପୂର୍ଣ୍ଣ ହେବ, ତାହା ଏବେବି ସ୍ପଷ୍ଟ ହୋଇନାହିଁ। ରାଜ୍ୟସଭାରେ ଏହି ପ୍ରସଙ୍ଗରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ସମ୍ପର୍କରେ…

ନୀତି ଆୟୋଗ ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ-୨୦୨୬: ଶୀର୍ଷ ୫ ରାଜ୍ୟ ମଧ୍ୟରେ ଓଡ଼ିଶା, ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୨୩ ଜୁଲାଇ: ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ-୨୦୨୬ରେ ଦେଶର ଶୀର୍ଷ ୫ଟି ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନ ପାଇଛି। ପୂର୍ବ ଓ ଉତ୍ତର ଭାରତରୁ ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ଏହି ତାଲିକାରେ ସ୍ଥାନ ଅଧିକାର…

NITI Aayog Investment Friendliness Index 2026: ନିବେଶ ପାଇଁ ଦେଶର ଶୀର୍ଷ ୫ ରାଜ୍ୟ ମଧ୍ୟରେ ଓଡ଼ିଶା, ବଢ଼ିଲା ଶିଳ୍ପ ବିକାଶର ବିଶ୍ୱାସ

ନିବେଶ କ୍ଷେତ୍ରରେ ଓଡ଼ିଶାର ବଡ଼ ସଫଳତା ଭୁବନେଶ୍ୱର: ନିବେଶକଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବାରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ନୀତି ଆୟୋଗ ପ୍ରଥମ ଥର ପ୍ରକାଶ କରିଥିବା Investment Friendliness Index (IFI) 2026ରେ ଓଡ଼ିଶା…

ଦେଶର ଋଣ ବୋଝ 200 ଲକ୍ଷ କୋଟିରୁ ଅଧିକ

ଭୁବନେଶ୍ୱର, ୨୧ ଜୁଲାଇ: ରାଜ୍ୟରେ ଜିଏସଟି (GST) ଆଦାୟ କ୍ଷେତ୍ରରେ ଐତିହାସିକ ସଫଳତା ମିଳିଛି। ବାଣିଜ୍ୟ ଓ ପରିବହନ ବିଭାଗ ଅଧୀନରେ କାର୍ଯ୍ୟରତ ରାଜ୍ୟ GST ସଂଗଠନ ୨୦୨୫-୨୬ ଆର୍ଥିକ ବର୍ଷରେ ୧୦,୦୦୦ କୋଟି ଟଙ୍କାରୁ ଅଧିକ GST ଆଦାୟ କରି…

ଏଣିକି ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସ ପ୍ରତିଦିନ ଚଳାଚଳ କରିବ

ପୁରୀ: ଓଡ଼ିଶାର ରେଳ ଯୋଗାଯୋଗକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଉ ଏକ ପଦକ୍ଷେପ ସ୍ୱରୂପ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ଶୁଭାରମ୍ଭ କରାଯାଇଛି। ପୁରୀ ରେଳ ଷ୍ଟେସନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ପୁରୀ ରଥଯାତ୍ରା ୨୦୨୬: ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ୪୨ MLD ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ଯାଞ୍ଚ କଲେ ମନ୍ତ୍ରୀ

ପୁରୀ, ୬ ଜୁଲାଇ ୨୦୨୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଦୃଷ୍ଟିରେ ରଖି ସହରରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ପୁରୀରେ ବ୍ୟାପକ…