Tag: ODISHA

ରାଜ୍ୟ ସରକାର ପାଳିବେ ଓଡ଼ିଆ ପକ୍ଷ, ପନ୍ଦର ଦିନ ଧରି ଚାଲିବ କାର୍ଯ୍ୟକ୍ରମ

ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ ଦିନ ଧରି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ “ଓଡ଼ିଆ ପକ୍ଷ” ଭବ୍ୟତାର ସହ ପାଳନ କରାଯିବ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ…

ରାମନବମୀ ଶୋଭାଯାତ୍ରାରେ ଟିଟିଲାଗଡ ବିଧାୟକଙ୍କ ଉନ୍ମତ କାଣ୍ଡ: ବିଜେଡି

ଭୁବନେଶ୍ୱର, ୨୮/୦୩/୨୦୨୬: ଶୁକ୍ରବାର ପବିତ୍ର ରାମ ନବମୀ ଅବସରରେ ଟିଟିଲାଗଡରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେଉଥିଲା । ଏହି ଶୋଭାଯାତ୍ରାରେ ଅରାଜକତାର ସମସ୍ତ ସୀମାରେଖା ଉଲ୍ଲଂଘନ କରି ଟିଟିଲାଗଡ ବିଧାୟକ ନବୀନ ଜୈନ ଏକ ବନ୍ଧୁକ ବାହାର କରି ସର୍ବସାଧାରଣଙ୍କ ସାମ୍ନାରେ…

ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ୍‌ରେ ଭାରତର ସର୍ବପ୍ରଥମ ଇନ୍‌ଡୋର ଦୌଡ଼କୁଦ ଚମ୍ପିଆନ୍‌ସିପ୍‌

ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ୍‌ରେ ଭାରତର ସର୍ବପ୍ରଥମ ଇନ୍‌ଡୋର ଦୌଡ଼କୁଦ ଚମ୍ପିଆନ୍‌ସିପ୍‌ ଆଜିଠାରୁ ଆୟୋଜିତ ହୋଇଛି । କଳିଙ୍ଗ ଷ୍ଟାଡିୟମ୍‌ ପରିସରରେ ଥିବା ଦକ୍ଷିଣ ଏସିଆର ଏକମାତ୍ର ଇନ୍‌ଡୋର ଦୌଡ଼କୁଦ ଷ୍ଟାଡିୟମରେ ଏହି ଦୁଇଦିନିଆ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଭାରତୀୟ ଦୌଡ଼କୁଦ ମହାସଂଘ…

୫ ଟି ସ୍ବର୍ଣ୍ଣ ସହିତ ୧୭ଟି ପଦକ ପାଇଲା ଓଡିଶା

ଭୁବନେଶ୍ୱର, 21 ମାର୍ଚ୍ଚ 2026 : ୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଉଦଯାପିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମସ୍ତ ବିଜେତା ଆଥଲେଟ ମାନଙ୍କୁ…

ସନ୍ଦୀପ, ସମୀକ୍ଷା, ତପନଙ୍କୁ ଓସ୍‌ଜା ଦାୟିତ୍ବ

ଭୁବନେଶ୍ବର, ୨୧/୩: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା)ର ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଶନିବାର ଭୁବନେଶ୍ବରସ୍ଥିତ ଉତ୍କଳ ସାମ୍ବାଦିକ ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର ୨୦୨୫-୨୬ ଆର୍ଥିକ ବର୍ଷର ଆୟବ୍ୟୟ ଉପସ୍ଥାପନ ସହିତ ୨୦୨୬-୨୭ କାର୍ଯ୍ୟ ଖସଡ଼ା ନିର୍ଦ୍ଧାରଣ…

କଟକ ମେଡିକାଲ ଅଗ୍ନିକାଣ୍ଡରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଙ୍କ ଇସ୍ତଫା ଦାବିରେ ଭୁବେଶ୍ୱରର ଜିଲ୍ଲା କଂଗ୍ରେସର ବିକ୍ଷୋଭ।

ଭୁବନେଶ୍ୱର ତା. ୧୯.୩- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁବରଣ କରିଥିବା ରୋଗୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଏକ କ୍ୟାଣ୍ଡେଲ ରାଲି…

ନିରବଚ୍ଛିନ୍ନ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ନିମନ୍ତେ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ମାର୍ଚ୍ଚ୍ ୧୯ : ଆସନ୍ତା ଗ୍ରୀଷ୍ମଋତୁକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ଗ୍ରୀଷ୍ମ-ପ୍ରବାହ ପ୍ରସ୍ତୁତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l…