MISC ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, ଖୁବ ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ଆମ୍ବେଦକର ଭବନ April 14, 2026 Newscraft ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହାଏକ ବିଚାରଧାରା ପ୍ରଧାନମନ୍ତ୍ରୀ ମୋଦୀ ଦାୟିତ୍ୱ ନେବା ପରେ ଆମ୍ବେଦକରଙ୍କ କୀର୍ତ୍ତି ଓ ସମ୍ମାନକୁ ପୁନଃପ୍ରତିଷ୍ଠା କରାଯାଇଛି ସମତା ଓ ନ୍ୟାୟ ଭିତ୍ତିକ ସମାଜ ଗଠନ ହିଁ ବାବା ସାହେବଙ୍କ ପ୍ରତି ସର୍ବଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି…
ODISHA ଲୋକ ଭବନରେ ପାଳିତ ହେଲା ଓଡ଼ିଆ ନବବର୍ଷ ସମେତ ବିଭିନ୍ନ ରାଜ୍ୟର ପର୍ବ April 14, 2026 Newscraft ଭାରତର ବିବିଧତା ହେଉଛି ଏହାର ଶକ୍ତିର ଉତ୍ସ। ଗୋଟିଏ ରାଜ୍ୟରେ ଅନ୍ୟ ରାଜ୍ୟର ପର୍ବ ପାଳନ ଜାତୀୟ ଏକତାକୁ ମଜବୁତ କରେ ଏବଂ ଭାରତର ବିବିଧତାର ପ୍ରକୃତ ସ୍ୱରୂପ ପ୍ରତିଫଳିତ ହୁଏ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି…
ODISHA ‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ଭିତ୍ତିଭୂମି April 14, 2026 Newscraft ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭ ଅବସରରେ ଭୁବନେଶ୍ୱରସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ଉପ-ମୁଖ୍ୟମନ୍ତ୍ରୀ…
ODISHA ଆଜିଠାରୁ ବଢ଼ିବ ତାପମାତ୍ରା April 11, 2026 Newscraft ଉପରମୁହାଁ ହେବ ପାରଦ ବଢ଼ିବ ଗୁଳୁଗୁଳି । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବା ନେଇ ଆଶଙ୍କା । ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ହେବାର ସମ୍ଭାବନା…
ODISHA ରାଜ୍ୟ ସରକାର ପାଳିବେ ଓଡ଼ିଆ ପକ୍ଷ, ପନ୍ଦର ଦିନ ଧରି ଚାଲିବ କାର୍ଯ୍ୟକ୍ରମ March 30, 2026 Newscraft ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ ଦିନ ଧରି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ “ଓଡ଼ିଆ ପକ୍ଷ” ଭବ୍ୟତାର ସହ ପାଳନ କରାଯିବ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ…
POLITICS ରାମନବମୀ ଶୋଭାଯାତ୍ରାରେ ଟିଟିଲାଗଡ ବିଧାୟକଙ୍କ ଉନ୍ମତ କାଣ୍ଡ: ବିଜେଡି March 28, 2026 Newscraft ଭୁବନେଶ୍ୱର, ୨୮/୦୩/୨୦୨୬: ଶୁକ୍ରବାର ପବିତ୍ର ରାମ ନବମୀ ଅବସରରେ ଟିଟିଲାଗଡରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେଉଥିଲା । ଏହି ଶୋଭାଯାତ୍ରାରେ ଅରାଜକତାର ସମସ୍ତ ସୀମାରେଖା ଉଲ୍ଲଂଘନ କରି ଟିଟିଲାଗଡ ବିଧାୟକ ନବୀନ ଜୈନ ଏକ ବନ୍ଧୁକ ବାହାର କରି ସର୍ବସାଧାରଣଙ୍କ ସାମ୍ନାରେ…
SPORTS ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ୍ରେ ଭାରତର ସର୍ବପ୍ରଥମ ଇନ୍ଡୋର ଦୌଡ଼କୁଦ ଚମ୍ପିଆନ୍ସିପ୍ March 24, 2026 Newscraft ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ୍ରେ ଭାରତର ସର୍ବପ୍ରଥମ ଇନ୍ଡୋର ଦୌଡ଼କୁଦ ଚମ୍ପିଆନ୍ସିପ୍ ଆଜିଠାରୁ ଆୟୋଜିତ ହୋଇଛି । କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଥିବା ଦକ୍ଷିଣ ଏସିଆର ଏକମାତ୍ର ଇନ୍ଡୋର ଦୌଡ଼କୁଦ ଷ୍ଟାଡିୟମରେ ଏହି ଦୁଇଦିନିଆ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଭାରତୀୟ ଦୌଡ଼କୁଦ ମହାସଂଘ…
SPORTS ୫ ଟି ସ୍ବର୍ଣ୍ଣ ସହିତ ୧୭ଟି ପଦକ ପାଇଲା ଓଡିଶା March 21, 2026 Newscraft ଭୁବନେଶ୍ୱର, 21 ମାର୍ଚ୍ଚ 2026 : ୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଉଦଯାପିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମସ୍ତ ବିଜେତା ଆଥଲେଟ ମାନଙ୍କୁ…
ODISHA ସନ୍ଦୀପ, ସମୀକ୍ଷା, ତପନଙ୍କୁ ଓସ୍ଜା ଦାୟିତ୍ବ March 21, 2026 Newscraft ଭୁବନେଶ୍ବର, ୨୧/୩: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍ଜା)ର ସାଧାରଣ ପରିଷଦ ବୈଠକ (ଏଜିଏମ୍) ଶନିବାର ଭୁବନେଶ୍ବରସ୍ଥିତ ଉତ୍କଳ ସାମ୍ବାଦିକ ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର ୨୦୨୫-୨୬ ଆର୍ଥିକ ବର୍ଷର ଆୟବ୍ୟୟ ଉପସ୍ଥାପନ ସହିତ ୨୦୨୬-୨୭ କାର୍ଯ୍ୟ ଖସଡ଼ା ନିର୍ଦ୍ଧାରଣ…
ODISHA POLITICS କଟକ ମେଡିକାଲ ଅଗ୍ନିକାଣ୍ଡରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଙ୍କ ଇସ୍ତଫା ଦାବିରେ ଭୁବେଶ୍ୱରର ଜିଲ୍ଲା କଂଗ୍ରେସର ବିକ୍ଷୋଭ। March 19, 2026 Newscraft ଭୁବନେଶ୍ୱର ତା. ୧୯.୩- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁବରଣ କରିଥିବା ରୋଗୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଏକ କ୍ୟାଣ୍ଡେଲ ରାଲି…