POLITICS STATE କଟକ ମେଡିକାଲ ଅଗ୍ନିକାଣ୍ଡରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଙ୍କ ଇସ୍ତଫା ଦାବିରେ ଭୁବେଶ୍ୱରର ଜିଲ୍ଲା କଂଗ୍ରେସର ବିକ୍ଷୋଭ। March 19, 2026 Newscraft ଭୁବନେଶ୍ୱର ତା. ୧୯.୩- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁବରଣ କରିଥିବା ରୋଗୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଏକ କ୍ୟାଣ୍ଡେଲ ରାଲି…