Tag: Vice President

୯ ଜୁଲାଇରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ପ୍ରସ୍ତୁତି ନେଇ ରାଜ୍ୟସ୍ତରୀୟ ସମୀକ୍ଷା

ଭୁବନେଶ୍ୱର, କନକ ବ୍ୟୁରୋ : ଭାରତର ଉପରାଷ୍ଟ୍ରପତିଙ୍କ ୯ ଜୁଲାଇ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଶନିବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ…